ଯିରିମୀୟ 32:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ। Faic an caibideilଓଡିଆ ବାଇବେଲ43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, “ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।” Faic an caibideilପବିତ୍ର ବାଇବଲ43 ପୁଣି ତୁମ୍ଭେମାନେ କହୁଅଛ, ‘ଏହା ମନୁଷ୍ୟ ଓ ପଶୁତୁଲ୍ୟ ଧ୍ୱଂସ ସ୍ଥାନ ହୋଇଅଛି ଓ କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି।’ ମାତ୍ର ଭବିଷ୍ୟତରେ ଲୋକମାନେ ଏଠାରେ କ୍ଷେତ୍ର କ୍ରୟ କରିବେ। Faic an caibideil |