ଯିରିମୀୟ 33:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଆନନ୍ଦଧ୍ଵନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା। Faic an caibideilଓଡିଆ ବାଇବେଲ11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’” Faic an caibideilପବିତ୍ର ବାଇବଲ11 ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।” Faic an caibideil |
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”