ଯିରିମୀୟ 33:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, Faic an caibideilପବିତ୍ର ବାଇବଲ (Re-edited) - (BSI)17 କାରଣ ସଦାପ୍ରଭୁ ଏହି କଥା କହନ୍ତି : ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କେତେବେଳେ ନୋହିବ Faic an caibideilଓଡିଆ ବାଇବେଲ17 କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, Faic an caibideilପବିତ୍ର ବାଇବଲ17 ଆଉ ସଦାପ୍ରଭୁ କହନ୍ତି, “ଦାଉଦ ବଂଶରୁ ଜଣେ ସର୍ବଦା ଇସ୍ରାଏଲୀୟ ବଂଶର ସିଂହାସନରେ ଉପବିଷ୍ଟ ହେବ। Faic an caibideil |
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’