Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ଦିବସ ସମ୍ଵନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;

Faic an caibideil Dèan lethbhreac

ଓଡିଆ ବାଇବେଲ

20 “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;

Faic an caibideil Dèan lethbhreac

ପବିତ୍ର ବାଇବଲ

20 ସଦାପ୍ରଭୁ କହନ୍ତି, “ଯଦି କେହି ଦିନରାତି ସହିତ ନିୟମ ଭଙ୍ଗ କରେ, ସେ ନିୟମିତ ଭାବରେ ଦେଖା ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।

Faic an caibideil Dèan lethbhreac




ଯିରିମୀୟ 33:20
12 Iomraidhean Croise  

ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,


ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”


ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।


ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।


ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” [ସେଲା]


କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।


Lean sinn:

Sanasan


Sanasan