Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ନୋହିବ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ହିଁ ଭଗ୍ନ କରାଯାଇ ପାରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ମାତ୍ର ସେତେବେଳେ ଆମ୍ଭର ସେବକ ଦାଉଦ ସହିତ ନିୟମ ଭଙ୍ଗ କରାଯିବ। ତା'ର ବଂଶଧର ମଧ୍ୟରୁ ଜଣେ ସର୍ବଦା ଯିରୁଶାଲମରେ ଶାସନ କରିବ ଏବଂ ଏହି ଲେବୀୟ ଚିରଦିନ ମୋର ଯାଜକ ରୂପେ ସେବା କରିବ।

Faic an caibideil Dèan lethbhreac




ଯିରିମୀୟ 33:21
16 Iomraidhean Croise  

ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?


ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।


ତେବେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରିବା ପାଇଁ ତୁମ୍ଭ ସମ୍ବନ୍ଧୀୟ ଲୋକର ଅଭାବ ନୋହିବ ବୋଲି ଯେଉଁ ନିୟମ ଆମ୍ଭେ ତୁମ୍ଭ ପିତା ଦାଉଦ ସଙ୍ଗେ କରିଅଛୁ, ତଦନୁସାରେ ଆମ୍ଭେ ତୁମ୍ଭର ରାଜସିଂହାସନ ସ୍ଥିର କରିବା।


ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।


ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।


ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”


Lean sinn:

Sanasan


Sanasan