ଯିରିମୀୟ 33:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ଆକାଶମଣ୍ତଳର ବାହିନୀଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା। Faic an caibideilଓଡିଆ ବାଇବେଲ22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।’” Faic an caibideilପବିତ୍ର ବାଇବଲ22 ଯେପରି ଆକାଶର ତାରା ଗଣା ଯାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ଯାଇପାରିବ ନାହିଁ, ସେହିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲେବୀୟ ପରିବାରବର୍ଗକୁ ଏତେ ସଂଖ୍ୟାରେ ଦାସ ଓ ପରିଗ୍ଭରକ ପଠାଇବା ସେଗୁଡ଼ିକ ମଧ୍ୟ ଆକଳନ ହେବେ।” Faic an caibideil |