Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 33:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

23 ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ

23 ଅନନ୍ତର ଯିରିମିୟ ସଦାପ୍ରଭୁଙ୍କର ବାକ୍ୟ ପ୍ରାପ୍ତ ହେଲେ।

Faic an caibideil Dèan lethbhreac




ଯିରିମୀୟ 33:23
2 Iomraidhean Croise  

ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”


“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


Lean sinn:

Sanasan


Sanasan