ଯିରିମୀୟ 33:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ, Faic an caibideilପବିତ୍ର ବାଇବଲ (Re-edited) - (BSI)25 ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ, Faic an caibideilଓଡିଆ ବାଇବେଲ25 ସଦାପ୍ରଭୁ ଏହି କଥା କହନ୍ତି, “ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ, Faic an caibideilପବିତ୍ର ବାଇବଲ25 ସଦାପ୍ରଭୁ କହନ୍ତି, “ଯଦି ଦିବାରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ ଓ ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହାହେଲେ ଆମ୍ଭେ ତୁମ୍ଭକୁ ଅଗ୍ରାହ୍ୟ କରିବା। Faic an caibideil |