ଯିରିମୀୟ 34:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା: Faic an caibideilପବିତ୍ର ବାଇବଲ (Re-edited) - (BSI)1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ଵାଧୀନ ଭୂଖଣ୍ତର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା : Faic an caibideilଓଡିଆ ବାଇବେଲ1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା : Faic an caibideilପବିତ୍ର ବାଇବଲ1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ, ତାହାର ଶାସନାଧୀନ ସମସ୍ତ ରାଜ୍ୟ ଓ ସମସ୍ତ ଗୋଷ୍ଠୀ ଯିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। Faic an caibideil |
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।