ଯିରିମୀୟ 34:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ, Faic an caibideilପବିତ୍ର ବାଇବଲ (Re-edited) - (BSI)18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ତ କରି ତନ୍ମଧ୍ୟଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରିନାହାନ୍ତି, ସେମାନଙ୍କୁ, Faic an caibideilଓଡିଆ ବାଇବେଲ18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ, Faic an caibideilପବିତ୍ର ବାଇବଲ18 ପୁଣି ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଗୋବତ୍ସକୁ ଦୁଇଖଣ୍ଡ କରି ତନ୍ମଧ୍ୟରେ ଗମନ କରିଛନ୍ତି, ମୁଁ ସେମାନଙ୍କୁ ସେହି ବାଛୁରି ପରି କରିବି। Faic an caibideil |
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”