ଯିରିମୀୟ 34:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)21 ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା। Faic an caibideilଓଡିଆ ବାଇବେଲ21 ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।’” Faic an caibideilପବିତ୍ର ବାଇବଲ21 ପୁଣି ଯିହୁଦାର ରାଜା ସିଦିକିୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ଆଉ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠିଯାଇ ଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବି। Faic an caibideil |