ଯିରିମୀୟ 34:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା। Faic an caibideilଓଡିଆ ବାଇବେଲ22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Faic an caibideilପବିତ୍ର ବାଇବଲ22 ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସେମାନଙ୍କୁ ଆମ୍ଭର ଆଜ୍ଞାରେ ଏହି ନଗରକୁ ଅଣାଇବା। ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ୟ କରି ଧ୍ୱଂସ ସ୍ତୁପରେ ପରିଣତ କରିବା।” Faic an caibideil |