ଯିରିମୀୟ 34:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;। Faic an caibideilଓଡିଆ ବାଇବେଲ9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Faic an caibideilପବିତ୍ର ବାଇବଲ9 ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। Faic an caibideil |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’