ଯିରିମୀୟ 35:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ। Faic an caibideilଓଡିଆ ବାଇବେଲ2 “ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ। Faic an caibideilପବିତ୍ର ବାଇବଲ2 “ହେ ଯିରିମିୟ, ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କୁ ନିମନ୍ତ୍ରଣ କରି ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣ ଓ ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।” Faic an caibideil |