Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 36:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଶାଫନର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,

Faic an caibideil Dèan lethbhreac

ପବିତ୍ର ବାଇବଲ

11 ବାରୂକ ତାହା ପାଠ କଲାବେଳେ ଶାଫନର ପୌତ୍ର ଗମରିୟର ପୁତ୍ର ମୀଖାୟ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲେ।

Faic an caibideil Dèan lethbhreac




ଯିରିମୀୟ 36:11
7 Iomraidhean Croise  

ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍‍ର ପୌତ୍ର ଅତ୍‍ସଲୀୟର ପୁତ୍ର ଶାଫନ୍‍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,


ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।


ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,


ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।


ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।


ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।


Lean sinn:

Sanasan


Sanasan