Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 36:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ମୀଖାୟ ଲୋକମାନଙ୍କର କର୍ଣ୍ଣଗୋଚରରେ ବାରୂକ ପାଠ କରିଥିବା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ସେମାନଙ୍କୁ ଜଣାଇଲା।

Faic an caibideil Dèan lethbhreac




ଯିରିମୀୟ 36:13
6 Iomraidhean Croise  

ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”


ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା।


ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,


ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।


Lean sinn:

Sanasan


Sanasan