Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 36:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହି ସମୟରେ, ଅର୍ଥାତ୍‍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତ କାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ଵଳୁଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ଏହି ସମୟରେ, ଅର୍ଥାତ୍‍, ନବମ ମାସରେ ରାଜା ଶୀତ କାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଯେଉଁ ସମୟରେ ଏହା ଘଟିଲା ତାହା ଥିଲା ନବମ ମାସ ଓ ସେ ସମୟରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ। ଆଉ ତାହାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜଳୁଥିଲା।

Faic an caibideil Dèan lethbhreac




ଯିରିମୀୟ 36:22
6 Iomraidhean Croise  

ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।


ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”


ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।


ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।


Lean sinn:

Sanasan


Sanasan