Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 36:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ଅନନ୍ତର ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

23 ଅନନ୍ତର ଯିହୁଦୀ ପୁସ୍ତକରୁ ତିନିଗ୍ଭରି ପତ୍ର ପାଠ କଲାପରେ ରାଜା ଏକ କ୍ଷୁଦ୍ର ଛୁରୀରେ ତାହାକୁ କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ। ଶେଷରେ ସେହି ପାତ୍ର ଅଗ୍ନିରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।

Faic an caibideil Dèan lethbhreac




ଯିରିମୀୟ 36:23
18 Iomraidhean Croise  

ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।


ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।


ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।


ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।


Lean sinn:

Sanasan


Sanasan