ଯିରିମୀୟ 36:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ; Faic an caibideilଓଡିଆ ବାଇବେଲ5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ; Faic an caibideilପବିତ୍ର ବାଇବଲ5 ତା'ପରେ ଯିରିମିୟ ବାରୂକକୁ କହିଲେ, “ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇପାରିବି ନାହିଁ, କାରଣ ମୋତେ ମନ୍ଦିରରେ ପ୍ରବେଶ କରିବାକୁ ମନା। Faic an caibideil |
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”