Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 37:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କଲ୍‍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 କଲ୍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,

Faic an caibideil Dèan lethbhreac

ଓଡିଆ ବାଇବେଲ

11 କଲ୍‍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଯେତେବେଳେ କ‌‌ଲ୍‌‌ଦୀୟମାନେ ଫାରୋର ସୈନ୍ୟମାନଙ୍କ ଭୟରେ ଯିରୁଶାଲମରୁ ଗ୍ଭଲି ଯାଇଥିଲେ,

Faic an caibideil Dèan lethbhreac




ଯିରିମୀୟ 37:11
3 Iomraidhean Croise  

ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”


ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।


ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।


Lean sinn:

Sanasan


Sanasan