ଯିରିମୀୟ 37:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ-ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନୋହିବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ। Faic an caibideilଓଡିଆ ବାଇବେଲ21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Faic an caibideilପବିତ୍ର ବାଇବଲ21 ତେଣୁ ସିଦିକିୟ ରାଜାଙ୍କ ଆଜ୍ଞାନୁସାରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ। ପୁଣି ନଗରରେ ସବୁ ରୋଟୀ ଶେଷ ନ ହେବା ପର୍ଯ୍ୟନ୍ତ ରୋଟୀବାଲାଙ୍କ ପଲ୍ଲୀରୁ ଗୋଟିଏ ଲେଖାଏଁ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହି ପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Faic an caibideil |
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।