ଯିରିମୀୟ 37:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର। Faic an caibideilଓଡିଆ ବାଇବେଲ3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।” Faic an caibideilପବିତ୍ର ବାଇବଲ3 ପୁଣି ସିଦିକିୟ ରାଜା ଶେଲିମିୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ଯିରିମିୟ ଭବିଷ୍ୟଦ୍ବକ୍ତା ନିକଟକୁ ଏକ ବାର୍ତ୍ତା ଦେଇ ପଠାଇଲେ। ସେମାନେ ଯିରିମିୟଙ୍କୁ ବିନୟ କରି କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।” Faic an caibideil |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’