ଯିରିମୀୟ 38:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍କୀୟର ପୁତ୍ର ପଶ୍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କର କଥିତ ଏହି ବାକ୍ୟ ଶୁଣିଲେ, ଯଥା, Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍କୀୟର ପୁତ୍ର ପଶ୍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା, Faic an caibideilପବିତ୍ର ବାଇବଲ1 ଯିରିମିୟଙ୍କ ପ୍ରଗ୍ଭରିତ ବାକ୍ୟ ମତ୍ତନର ପୁତ୍ର ଶଫଟିୟ, ପଶହୂର ପୁତ୍ର ଗଦଲିୟ, ଶେଲିମିୟର ପୁତ୍ର ଯିହଖଲ ଓ ମଲ୍କିୟର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ। Faic an caibideil |