Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ଏବଦ୍-ମେଲ୍‍କ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ତାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ଵାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତହୁଁ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଗଲା ଓ ସେଠାରେ ଭଣ୍ଡାର ଘରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତୁ ଓ ଚିରାକନା ନେଲା। ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମିୟଙ୍କୁ ଦେଲା।

Faic an caibideil Dèan lethbhreac




ଯିରିମୀୟ 38:11
5 Iomraidhean Croise  

ସେତେବେଳେ ରାଜା କୂଶୀୟ ଏବଦ୍‍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍‍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”


ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”


ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।


ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।


ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”


Lean sinn:

Sanasan


Sanasan