Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”

Faic an caibideil Dèan lethbhreac

ପବିତ୍ର ବାଇବଲ

26 ସେହି ସମୟରେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନୟ କଲି। ତା’ ନ ହେଲେ ମୁଁ ସେଠାରେ ମରିଯିବି।’”

Faic an caibideil Dèan lethbhreac




ଯିରିମୀୟ 38:26
5 Iomraidhean Croise  

ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।


ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।


ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”


ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।


“ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


Lean sinn:

Sanasan


Sanasan