ଯିରିମୀୟ 39:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ମାତ୍ର ପ୍ରହରୀବର୍ଗର ସେନାପତି ନବୂସର୍ଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା। Faic an caibideilଓଡିଆ ବାଇବେଲ10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା। Faic an caibideilପବିତ୍ର ବାଇବଲ10 କିନ୍ତୁ ସେହି ପ୍ରହରୀବର୍ଗରେ ସେନାପତି ନବୂଷରଦନ୍ କେତେକ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିଗଲା, ଆଉ ସେମାନଙ୍କୁ ସେହି ଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା। Faic an caibideil |