ଯିରିମୀୟ 39:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା କଲା, Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍କୁ ଏହି ଆଜ୍ଞା କଲା, Faic an caibideilଓଡିଆ ବାଇବେଲ11 ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା କଲା, Faic an caibideilପବିତ୍ର ବାଇବଲ11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯିରିମିୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା ଦେଲେ। Faic an caibideil |
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”