ଯିରିମୀୟ 39:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ଵାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର। Faic an caibideilଓଡିଆ ବାଇବେଲ12 “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।” Faic an caibideilପବିତ୍ର ବାଇବଲ12 “ତୁମ୍ଭେ ଯିରିମିୟଙ୍କୁ ଦେଖ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।” Faic an caibideil |
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”