ଯିରିମୀୟ 39:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ। Faic an caibideilଓଡିଆ ବାଇବେଲ13 ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ। Faic an caibideilପବିତ୍ର ବାଇବଲ13 ତେଣୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ସେନାଧ୍ୟକ୍ଷ ନବୂଶସବନ୍ ଓ ନେର୍ଗଲ-ଶରେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡକାଇଲେ। Faic an caibideil |