ଯିରିମୀୟ 39:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି,ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା। Faic an caibideilଓଡିଆ ବାଇବେଲ6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା। Faic an caibideilପବିତ୍ର ବାଇବଲ6 ବାବିଲ ରାଜା ରିବ୍ଲାରେ ସିଦିକିୟର ସମ୍ମୁଖରେ ସିଦିକିୟର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ୟ ତାଙ୍କର ଅଧିପତିଙ୍କୁ ବଧ କଲେ। Faic an caibideil |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’