ଯିରିମୀୟ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)23 ମୁଁ ପୃଥିବୀକି ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ତଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା। Faic an caibideilଓଡିଆ ବାଇବେଲ23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା। Faic an caibideilପବିତ୍ର ବାଇବଲ23 ମୁଁ ପୃଥିବୀ ଉପରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ୟ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷେପ କରି ଦେଖିଲି ସେଠାରେ ଆଲୋକ ନ ଥିଲା। Faic an caibideil |