ଯିରିମୀୟ 4:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)29 ଅଶ୍ଵାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Faic an caibideilଓଡିଆ ବାଇବେଲ29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Faic an caibideilପବିତ୍ର ବାଇବଲ29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦରେ ସମଗ୍ର ନଗରବାସୀ ଭୟରେ ପଳାୟନ କରିବେ। କେତେକ ଗୁମ୍ଫା ମଧ୍ୟରେ ଲୁଚିବେ, କେତେକ ନିବିଡ଼ ଅରଣ୍ୟର ବୁଦା ମଧ୍ୟରେ ଲୁଚିବେ ଓ ଅନ୍ୟ କେତେକ ଶୈଳ ଉପରେ ଚଢ଼ିବେ। ଯିହୁଦାର ସମସ୍ତ ନଗର ପରିତ୍ୟକ୍ତ ହୋଇ ଜନଶୂନ୍ୟ ହେବ। Faic an caibideil |
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।