ଯିରିମୀୟ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା-ମାନଙ୍କର ପଡ଼ିଆ-ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ। Faic an caibideilଓଡିଆ ବାଇବେଲ3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।’” Faic an caibideilପବିତ୍ର ବାଇବଲ3 କାରଣ ସଦାପ୍ରଭୁ ଯିହୁଦା ଓ ଯିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି, “ତୁମ୍ଭେମାନେ ନିଜ ପାଇଁ ପଡ଼ିଆ ଭୂମି ପ୍ରସ୍ତୁତ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ। Faic an caibideil |