ଯିରିମୀୟ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।” Faic an caibideilପବିତ୍ର ବାଇବଲ (Re-edited) - (BSI)31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘନିଶ୍ଵାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ର୍ଛିତ ହେଲା। Faic an caibideilଓଡିଆ ବାଇବେଲ31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।” Faic an caibideilପବିତ୍ର ବାଇବଲ31 ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ୱାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, “ହାୟ, ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋର ପ୍ରାଣ ମୂର୍ଚ୍ଛିତ ହେଲା।” Faic an caibideil |