ଯିରିମୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’ Faic an caibideilପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ଵର କରି କୁହ, ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ। Faic an caibideilଓଡିଆ ବାଇବେଲ5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।” Faic an caibideilପବିତ୍ର ବାଇବଲ5 “ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର। ‘ସମଗ୍ର ଦେଶରେ ତୂରୀ ବଜାଅ’ ଓ ଉଚ୍ଚସ୍ୱରରେ ଚିତ୍କାର କର, ‘ତୁମ୍ଭେମାନେ ଏକତ୍ରିତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’ Faic an caibideil |