ଯିରିମୀୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସିଂହ ଆପଣା ଗହ୍ଵରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି । Faic an caibideilଓଡିଆ ବାଇବେଲ7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି। Faic an caibideilପବିତ୍ର ବାଇବଲ7 ଏକ ସିଂହ ନିଜ ଗହ୍ୱରରୁ ବାହାରିଅଛି। ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ୱଂସ ହେବ, ଆଉ ସେଗୁଡ଼ିକ ଜନଶୂନ୍ୟ ହେବ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।