ଯିରିମୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)8 ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ। Faic an caibideilଓଡିଆ ବାଇବେଲ8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ। Faic an caibideilପବିତ୍ର ବାଇବଲ8 ତେଣୁ ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କ ଉପରେ ରହିଅଛି।” Faic an caibideil |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।