ଯିରିମୀୟ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି ସଦାପ୍ରଭୁ କହନ୍ତି, ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ। Faic an caibideilଓଡିଆ ବାଇବେଲ9 ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।” Faic an caibideilପବିତ୍ର ବାଇବଲ9 ସେହି ଦିନ ସଦାପ୍ରଭୁ କହିଲେ, “ରାଜା ଓ ତାଙ୍କର ଅଧିପତିଗଣ ସାହସ ହରାଇବେ। ଯାଜକଗଣ ଭୟଭୀତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ କ’ଣ କହିବାକୁ ହେବ ଜାଣି ପାରିବେ ନାହିଁ।” Faic an caibideil |