ଯିରିମୀୟ 40:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ। Faic an caibideilଓଡିଆ ବାଇବେଲ12 ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ। Faic an caibideilପବିତ୍ର ବାଇବଲ12 ଯେତେବେଳେ ଯିହୁଦୀମାନେ ଏହି ସମ୍ବାଦ ଶୁଣିଲେ, ସେମାନେ ବିତାଡ଼ିତ ହୋଇଥିବା ଦେଶମାନଙ୍କରୁ ଯିହୁଦାକୁ ଫେରି ଆସିଲେ। ସେମାନେ ମିସ୍ପାରେ ଗଦଲିୟ ନିକଟକୁ ଆସିଲେ। ଆଉ ଅପାର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ। Faic an caibideil |
ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।