ଯିରିମୀୟ 40:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ: Faic an caibideilପବିତ୍ର ବାଇବଲ (Re-edited) - (BSI)2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ : Faic an caibideilଓଡିଆ ବାଇବେଲ2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ : Faic an caibideilପବିତ୍ର ବାଇବଲ2 ସେତେବେଳେ ପ୍ରହରୀବର୍ଗର ସେନାପତି, “ଯିରିମିୟଙ୍କୁ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳକର କଥା କହିଥିଲେ। Faic an caibideil |
ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’