ଯିରିମୀୟ 40:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ଵାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷା; ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ। Faic an caibideilଓଡିଆ ବାଇବେଲ4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋ’ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋ’ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ। Faic an caibideilପବିତ୍ର ବାଇବଲ4 ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ମୁକ୍ତ କଲି। ଯଦି ତୁମ୍ଭେ ମୋ’ ସହିତ ବାବିଲ ଯିବାକୁ ଇଚ୍ଛା କରୁଛ, ତେବେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନେବି। ଯଦି ତୁମ୍ଭେ ମୋ’ ସହିତ ଯିବାକୁ ଇଚ୍ଛା ନ କରୁଛ, ତେବେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେକୌଣସି ସ୍ଥାନକୁ ଯିବାକୁ ଭଲ ମନେ କରୁଛ, ସେଠାକୁ ଯାଅ। Faic an caibideil |