ଯିରିମୀୟ 41:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ କତିକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ। Faic an caibideilପବିତ୍ର ବାଇବଲ1 ଅନନ୍ତର ସପ୍ତମ ମାସରେ ରାଜବଂଶୀ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇଶ୍ମାୟେଲ ଦଶ ଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିୟ ନିକଟକୁ ମିସ୍ପାକୁ ଆସିଲେ। ସେମାନେ ସେଠାରେ ଗଦଲିୟ ସହିତ ଏକତ୍ର ଭୋଜନ କଲେ। Faic an caibideil |
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।