ଯିରିମୀୟ 41:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Faic an caibideilଓଡିଆ ବାଇବେଲ10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Faic an caibideilପବିତ୍ର ବାଇବଲ10 ଏହା ପରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Faic an caibideil |