Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ସେମାନେ କଲ୍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ଵକିମହମରେ ବାସ କଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

17 ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

17-18 ଯୋହାନନ୍ ଓ ଅନ୍ୟ ସେନାପତିଗଣ କ‌‌ଲ୍‌‌ଦୀୟମାନଙ୍କୁ ଭୟ କଲେ। କାରଣ ଇ‌ଶ୍‌ମାୟେଲ ବାବିଲ ରାଜାଙ୍କ ଦ୍ୱାରା ନିଯୁକ୍ତ ଶାସନକର୍ତ୍ତା ଗଦଲିୟକୁ ହତ୍ୟା କରିଥିଲେ। ତେଣୁ ଯୋହାନନ୍ କ‌‌ଲ୍‌‌ଦୀୟମାନେ ରାଗିଥିବେ ବୋଲି ଭୟ କଲେ। ତେଣୁ ସେ ମିଶରକୁ ପଳାଇ ଯିବା ପୂର୍ବରୁ ବୈ‌ଥ୍‌ଲେହମ୍ ସହର ନିକଟସ୍ଥ ଗେରୁତ୍ତ୍ୱକିମହମରେ କିଛି ସମୟ ଅଟକି ଥିଲେ।

Faic an caibideil Dèan lethbhreac




ଯିରିମୀୟ 41:17
6 Iomraidhean Croise  

ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।


ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।


ମାତ୍ର କାରେହର ପୁତ୍ର ଯୋହାନନ୍‍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍‍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,


ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।


Lean sinn:

Sanasan


Sanasan