Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଆଉ ମଧ୍ୟ ଇ‌ଶ୍‌ମାୟେଲ ମି‌‌ସ୍‌‌ପାରେ ଗଦଲିୟ ସହିତ ଥିବା ସମସ୍ତ ଯିହୁଦୀୟମାନଙ୍କୁ ଓ ବାବିଲର ସୈନ୍ୟମାନଙ୍କୁ ବଧ କଲେ।

Faic an caibideil Dèan lethbhreac




ଯିରିମୀୟ 41:3
6 Iomraidhean Croise  

ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।


ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।


ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


Lean sinn:

Sanasan


Sanasan