ଯିରିମୀୟ 42:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ, Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ, Faic an caibideilପବିତ୍ର ବାଇବଲ1 ଯେତେବେଳେ ସେମାନେ ଗେରୁତ୍ତ୍ୱକିମହମରେ ଥିଲେ ସେତେବେଳେ ଯୋହାନନ୍ ଓ ହୋଶୟିୟର ପୁତ୍ର ଯାସନିୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଗଲେ। Faic an caibideil |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’