ଯିରିମୀୟ 42:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଯେବେ ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଗାନ୍ଥିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷା; ହେଲୁ। Faic an caibideilଓଡିଆ ବାଇବେଲ10 ‘ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ। Faic an caibideilପବିତ୍ର ବାଇବଲ10 ‘ଯଦି ତୁମ୍ଭେମାନେ ଯିହୁଦାରେ ବାସ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ୱଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ୟ ଆଣିଥିବାରୁ ଦୁଃଖିତ। Faic an caibideil |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”