ଯିରିମୀୟ 42:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)14 ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀଶଦ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା। Faic an caibideilଓଡିଆ ବାଇବେଲ14 ‘ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।’ Faic an caibideilପବିତ୍ର ବାଇବଲ14 ଆଉ ମଧ୍ୟ ତୁମ୍ଭେମାନେ ଯଦି କହିବ, ‘ଆମ୍ଭେମାନେ ମିଶର ଦେଶକୁ ଯିବା ଓ ସେଠାରେ ବାସ କରିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ କି ତୂରୀଶବ୍ଦ ଶୁଣିବା ନାହିଁ କିଅବା ସେଠାରେ ଆମ୍ଭେମାନେ ଖାଦ୍ୟର ଅଭାବ ଭୋଗିବା ନାହିଁ।’ Faic an caibideil |