ଯିରିମୀୟ 42:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ; Faic an caibideilପବିତ୍ର ବାଇବଲ (Re-edited) - (BSI)15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ମିସରରେ ପ୍ରବେଶ କରିବା ପାଇଁ ନିତା; ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ; Faic an caibideilଓଡିଆ ବାଇବେଲ15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ; Faic an caibideilପବିତ୍ର ବାଇବଲ15 ଏଣୁ ହେ ଯିହୁଦାର ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେମାନେ ମିଶରକୁ ଯିବା ପାଇଁ ଓ ବାସ କରିବା ପାଇଁ ସଙ୍କଳ୍ପବଦ୍ଧ, ଏହି ନିମ୍ନ ଘଟଣାମାନ ଘଟିବ। Faic an caibideil |