ଯିରିମୀୟ 42:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)18 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ତ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ତ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ। Faic an caibideilଓଡିଆ ବାଇବେଲ18 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’ Faic an caibideilପବିତ୍ର ବାଇବଲ18 “ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’ Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।